ଅର୍ଜୁନଵିଷାଦଯୋଗ - Verse ଶ୍ଲୋକ 3
ଶ୍ଲୋକ 3
ପଶ୍ଯୈତାଂ ପାଣ୍ଡୁପୁତ୍ରାଣାମାଚାର୍ଯ ମହତୀଂ ଚମୂମ୍ |
ଵ୍ଯୂଢାଂ ଦ୍ରୁପଦପୁତ୍ରେଣ ତଵ ଶିଷ୍ଯେଣ ଧୀମତା ||୧-୩||
Translation
ଦୁର୍ଯୋଧନ କହିଲେ: ପୂଜ୍ୟ ଗୁରୁଦେବ! ଆପଣଙ୍କର ପ୍ରତିଭାବାନ୍ ଶିଷ୍ୟ ଦ୍ରୁପଦ ପୁତ୍ରଙ୍କ ଦ୍ୱାରା ଅତି ନିପୁଣତାର ସହିତ ଯୁଦ୍ଧ ପାଇଁ ସଜ୍ଜିତ ପାଣ୍ଡୁପୁତ୍ରମାନଙ୍କର ସୈନ୍ୟବାହିନୀକୁ ଲକ୍ଷ୍ୟ କରନ୍ତୁ ।