ଅର୍ଜୁନଵିଷାଦଯୋଗ - Verse ଶ୍ଲୋକ 10
ଶ୍ଲୋକ 10
ଅପର୍ଯାପ୍ତଂ ତଦସ୍ମାକଂ ବଲଂ ଭୀଷ୍ମାଭିରକ୍ଷିତମ୍ |
ପର୍ଯାପ୍ତଂ ତ୍ଵିଦମେତେଷାଂ ବଲଂ ଭୀମାଭିରକ୍ଷିତମ୍ ||୧-୧୦||
Translation
ପିତାମହ ଭୀଷ୍ମଙ୍କ ଦ୍ୱାରା ସୁରକ୍ଷିତ ଆମ୍ଭମାନଙ୍କର ସୈନ୍ୟ ବଳ ଅସୀମିତ ଅଟେ, କିନ୍ତୁ ଭୀମଙ୍କ ଦ୍ୱାରା ସାବଧାନ ପୁର୍ବକ ସୁରକ୍ଷିତ ପାଣ୍ଡବ ସେନାଙ୍କ ବଳ ସୀମିତ ଅଟେ ।