ଵିଭୂତିଯୋଗ - Verse ଶ୍ଲୋକ 23
ଶ୍ଲୋକ 23
ରୁଦ୍ରାଣାଂ ଶଙ୍କରଶ୍ଚାସ୍ମି ଵିତ୍ତେଶୋ ଯକ୍ଷରକ୍ଷସାମ୍ |
ଵସୂନାଂ ପାଵକଶ୍ଚାସ୍ମି ମେରୁଃ ଶିଖରିଣାମହମ୍ ||୧୦-୨୩||
Translation
ରୁଦ୍ରମାନଙ୍କ ମଧ୍ୟରେ ମୁଁଁ ଶିବ, ଯକ୍ଷମାନଙ୍କ ମଧ୍ୟରେ ମୁଁ କୁବେର, ବସୁମାନଙ୍କ ମଧ୍ୟରେ ମୁଁ ଅଗ୍ନି ଏବଂ ପର୍ବତମାନଙ୍କ ମଧ୍ୟରେ ମୋତେ ମେରୁ ପର୍ବତ ଭାବରେ ଜାଣ ।