ଵିଭୂତିଯୋଗ - Verse ଶ୍ଲୋକ 25
ଶ୍ଲୋକ 25
ମହର୍ଷୀଣାଂ ଭୃଗୁରହଂ ଗିରାମସ୍ମ୍ଯେକମକ୍ଷରମ୍ |
ଯଜ୍ଞାନାଂ ଜପଯଜ୍ଞୋଽସ୍ମି ସ୍ଥାଵରାଣାଂ ହିମାଲଯଃ ||୧୦-୨୫||
Translation
ମହର୍ଷି ମାନଙ୍କ ମଧ୍ୟରେ ମୁଁ ଭୃଗୁ ଏବଂ ଧ୍ୱନି ମଧ୍ୟରେ ମୁଁ ଓଁକାର ଶବ୍ଦ ଅଟେ । ଯଜ୍ଞମାନଙ୍କ ମଧ୍ୟରେ ମୋତେ ପବିତ୍ର ନାମ ଜପ ଏବଂ ସ୍ଥାବର ବସ୍ତୁ ମାନଙ୍କ ମଧ୍ୟରେ ମୋତେ ହିମାଳୟ ଭାବରେ ଜାଣ ।