କ୍ଷେତ୍ର-କ୍ଷେତ୍ରଜ୍ଞଵିଭାଗଯୋଗ - Verse ଶ୍ଲୋକ 22
ଶ୍ଲୋକ 22
ପୁରୁଷଃ ପ୍ରକୃତିସ୍ଥୋ ହି ଭୁଙ୍କ୍ତେ ପ୍ରକୃତିଜାନ୍ଗୁଣାନ୍ |
କାରଣଂ ଗୁଣସଙ୍ଗୋଽସ୍ଯ ସଦସଦ୍ଯୋନିଜନ୍ମସୁ ||୧୩-୨୨||
Translation
ଯେତେବେଳେ ପୁରୁଷ (ଜୀବ) ପ୍ରକୃତିରେ (ମାୟାରେ) ସ୍ଥିତ ହୋଇ, ତିନି ଗୁଣକୁ ଉପଭୋଗ କରିବାର କାମନା କରେ, ସେମାନଙ୍କ ଠାରେ ଆସକ୍ତି ତା’ର ଉତ୍କୃଷ୍ଟ ବା ନିକୃଷ୍ଟ ଗର୍ଭରେ ଜନ୍ମନେବାର କାରଣ ହୋଇଥାଏ ।