କ୍ଷେତ୍ର-କ୍ଷେତ୍ରଜ୍ଞଵିଭାଗଯୋଗ - Verse ଶ୍ଲୋକ 28
ଶ୍ଲୋକ 28
ସମଂ ସର୍ଵେଷୁ ଭୂତେଷୁ ତିଷ୍ଠନ୍ତଂ ପରମେଶ୍ଵରମ୍ |
ଵିନଶ୍ଯତ୍ସ୍ଵଵିନଶ୍ଯନ୍ତଂ ଯଃ ପଶ୍ଯତି ସ ପଶ୍ଯତି ||୧୩-୨୮||
Translation
ଯେଉଁମାନେ ପ୍ରତ୍ୟେକ ପ୍ରାଣୀଙ୍କର ଆତ୍ମା ସହିତ ପରମାତ୍ମାଙ୍କର ଉପସ୍ଥିତି ହୃଦୟଙ୍ଗମ କରନ୍ତି ଏବଂ ଯେଉଁମାନେ ଏହି ନଶ୍ୱର ଶରୀର ମଧ୍ୟରେ ସେ ଦୁହିଁଙ୍କୁ ଅବିନଶ୍ୱର ଭାବେ ଜାଣନ୍ତି, ସେମାନେ ପ୍ରକୃତ ସତ୍ୟକୁ ଦେଖିପାରନ୍ତି ।