କ୍ଷେତ୍ର-କ୍ଷେତ୍ରଜ୍ଞଵିଭାଗଯୋଗ - Verse ଶ୍ଲୋକ 29
ଶ୍ଲୋକ 29
ସମଂ ପଶ୍ଯନ୍ହି ସର୍ଵତ୍ର ସମଵସ୍ଥିତମୀଶ୍ଵରମ୍ |
ନ ହିନସ୍ତ୍ଯାତ୍ମନାତ୍ମାନଂ ତତୋ ଯାତି ପରାଂ ଗତିମ୍ ||୧୩-୨୯||
Translation
ଯେଉଁମାନେ, ଭଗବାନଙ୍କୁ ପରମାତ୍ମା ରୂପରେ ସର୍ବତ୍ର ସମାନ ଭାବରେ ବିଦ୍ୟମାନ ଥିବା ଦେଖନ୍ତି, ସେମାନେ ନିଜ ମନଦ୍ୱାରା ନିଜର ପତନ କରନ୍ତି ନାହିଁ । ତଦ୍ୱାରା ସେମାନେ ଚରମ ଲକ୍ଷ୍ୟ ପ୍ରାପ୍ତ କରନ୍ତି ।