କ୍ଷେତ୍ର-କ୍ଷେତ୍ରଜ୍ଞଵିଭାଗଯୋଗ - Verse ଶ୍ଲୋକ 3
ଶ୍ଲୋକ 3
କ୍ଷେତ୍ରଜ୍ଞଂ ଚାପି ମାଂ ଵିଦ୍ଧି ସର୍ଵକ୍ଷେତ୍ରେଷୁ ଭାରତ |
କ୍ଷେତ୍ରକ୍ଷେତ୍ରଜ୍ଞଯୋର୍ଜ୍ଞାନଂ ଯତ୍ତଜ୍ଜ୍ଞାନଂ ମତଂ ମମ ||୧୩-୩||
Translation
ହେ ଭରତ ବଂଶଜ! ମୁଁ ପ୍ରତ୍ୟେକ କର୍ମ କ୍ଷେତ୍ରର ଜ୍ଞାତା ଅଟେ । ମୋ ମତରେ ଶରୀରକୁ କର୍ମର କ୍ଷେତ୍ର ତଥା ଆତ୍ମା ଏବଂ ଭଗବାନଙ୍କୁ ଏହି କ୍ଷେତ୍ରର ଜ୍ଞାତା ଭାବରେ ଜାଣିବା, ବାସ୍ତବିକ ଜ୍ଞାନ ଅଟେ ।