ଗୁଣତ୍ରଯଵିଭାଗଯୋଗ - Verse ଶ୍ଲୋକ 21
ଶ୍ଲୋକ 21
ଅର୍ଜୁନ ଉଵାଚ |
କୈର୍ଲିଙ୍ଗୈସ୍ତ୍ରୀନ୍ଗୁଣାନେତାନତୀତୋ ଭଵତି ପ୍ରଭୋ |
କିମାଚାରଃ କଥଂ ଚୈତାଂସ୍ତ୍ରୀନ୍ଗୁଣାନତିଵର୍ତତେ ||୧୪-୨୧||
Translation
ଅର୍ଜୁନ ପ୍ରଶ୍ନ କଲେ: ହେ ପ୍ରଭୁ! ଯେଉଁମାନେ ତ୍ରିଗୁଣ ଅତିକ୍ରମ କରିଛନ୍ତି, ସେମାନଙ୍କର ଲକ୍ଷଣ କ’ଣ? ସେମାନେ ଗୁଣଗୁଡ଼ିକର ବନ୍ଧନରୁ ଊର୍ଦ୍ଧ୍ୱକୁ କିପରି ଗଲେ?