ପୁରୁଷୋତ୍ତମଯୋଗ - Verse ଶ୍ଲୋକ 18
ଶ୍ଲୋକ 18
ଯସ୍ମାତ୍କ୍ଷରମତୀତୋଽହମକ୍ଷରାଦପି ଚୋତ୍ତମଃ |
ଅତୋଽସ୍ମି ଲୋକେ ଵେଦେ ଚ ପ୍ରଥିତଃ ପୁରୁଷୋତ୍ତମଃ ||୧୫-୧୮||
Translation
ମୁଁ, ଏହି ନଶ୍ୱର ଜଗତ ଏପରି କି ଅବିନଶ୍ୱର ଆତ୍ମାମାନଙ୍କର ମଧ୍ୟ ଅନୁଭବାତୀତ ଅଟେ; ତେଣୁ ବେଦ ଏବଂ ସ୍ମୃତି ଆଦିରେ ମୁଁ ପରମ ଦିବ୍ୟ ପୁରୁଷ ଭାବରେ ଖ୍ୟାତ ।