ଦୈଵାସୁରସମ୍ପଦ୍ଵିଭାଗଯୋଗ - Verse ଶ୍ଲୋକ 4
ଶ୍ଲୋକ 4
ଦମ୍ଭୋ ଦର୍ପୋଽଭିମାନଶ୍ଚ କ୍ରୋଧଃ ପାରୁଷ୍ଯମେଵ ଚ |
ଅଜ୍ଞାନଂ ଚାଭିଜାତସ୍ଯ ପାର୍ଥ ସମ୍ପଦମାସୁରୀମ୍ ||୧୬-୪||
Translation
ହେ ପାର୍ଥ! ଆସୁରିକ ପ୍ରବୃତ୍ତି ଯୁକ୍ତ ବ୍ୟକ୍ତିମାନଙ୍କର ସ୍ୱଭାବଗୁଡ଼ିକ ହେଉଛି, କପଟାଚାର, ଅହଂକାର, ଆତ୍ମ-ଗର୍ବ, କ୍ରୋଧ, ନିଷ୍ଠୁରତା ଏବଂ ଅଜ୍ଞାନତା ।