ଦୈଵାସୁରସମ୍ପଦ୍ଵିଭାଗଯୋଗ - Verse ଶ୍ଲୋକ 8
ଶ୍ଲୋକ 8
ଅସତ୍ଯମପ୍ରତିଷ୍ଠଂ ତେ ଜଗଦାହୁରନୀଶ୍ଵରମ୍ |
ଅପରସ୍ପରସମ୍ଭୂତଂ କିମନ୍ଯତ୍କାମହୈତୁକମ୍ ||୧୬-୮||
Translation
ସେମାନେ କହନ୍ତି, “ସଂସାର ସତ୍ୟ ରହିତ ଅଟେ । ଏହାର ଆଧାର (ଧାର୍ମିକ) କିଛି ନାହିଁ ଏବଂ ଏହା ଈଶ୍ୱରହୀନ (ଯିଏ ସୃଷ୍ଟି କରନ୍ତି ଏବଂ ନିୟନ୍ତ୍ରଣ କରନ୍ତି) ଅଟେ । ଏହା ଦୁଇ ଲିଙ୍ଗର ସଂଯୋଗରେ ସୃଷ୍ଟି ହୋଇଛି ଏବଂ ଯୌନ ସନ୍ତୋଷ ଅତିରିକ୍ତ ଏହାର ଅନ୍ୟ କୌଣସି ଉଦ୍ଦେଶ୍ୟ ନାହିଁ ।