ଶ୍ରଦ୍ଧାତ୍ରଯଵିଭାଗଯୋଗ - Verse ଶ୍ଲୋକ 17
ଶ୍ଲୋକ 17
ଶ୍ରଦ୍ଧଯା ପରଯା ତପ୍ତଂ ତପସ୍ତତ୍ତ୍ରିଵିଧଂ ନରୈଃ |
ଅଫଲାକାଙ୍କ୍ଷିଭିର୍ଯୁକ୍ତୈଃ ସାତ୍ତ୍ଵିକଂ ପରିଚକ୍ଷତେ ||୧୭-୧୭||
Translation
ଜଣେ ତପସ୍ୱୀ ଯେତେବେଳେ ପ୍ରଗାଢ଼ ଶ୍ରଦ୍ଧାର ସହିତ, କୌଣସି ଭୌତିକ ଫଳ ପ୍ରତି ପ୍ରଲୋଭିତ ନହୋଇ, ଏହି ତିନି ପ୍ରକାର ସଂଯମ ଆଚରଣ କରନ୍ତି, ତାହାକୁ ସତ୍ତ୍ୱଗୁଣୀ ତପସ୍ୟା ଭାବରେ ଅଭିହିତ କରାଯାଏ ।