ଶ୍ରଦ୍ଧାତ୍ରଯଵିଭାଗଯୋଗ - Verse ଶ୍ଲୋକ 7
ଶ୍ଲୋକ 7
ଆହାରସ୍ତ୍ଵପି ସର୍ଵସ୍ଯ ତ୍ରିଵିଧୋ ଭଵତି ପ୍ରିଯଃ |
ଯଜ୍ଞସ୍ତପସ୍ତଥା ଦାନଂ ତେଷାଂ ଭେଦମିମଂ ଶୃଣୁ ||୧୭-୭||
Translation
ଲୋକମାନେ ତାଙ୍କର ପ୍ରବୃତ୍ତି ଅନୁସାରେ ଖାଦ୍ୟକୁ ଅଗ୍ରାଧିକାର ଦେଇଥାନ୍ତି । ଏହା ସେମାନେ ପ୍ରବୃତ୍ତ ହେଉଥିବା ଯଜ୍ଞ, ସଂଯମ ଓ ଦାନ ପ୍ରତି ମଧ୍ୟ ପ୍ରଯୁଜ୍ୟ । ବର୍ତ୍ତମାନ ଏମାନଙ୍କ ମଧ୍ୟରେ ରହିଥିବା ପ୍ରଭେଦ ବିଷୟରେ ମୋଠାରୁ ଶୁଣ ।