ମୋକ୍ଷସଂନ୍ଯାସଯୋଗ - Verse ଶ୍ଲୋକ 24
ଶ୍ଲୋକ 24
ଯତ୍ତୁ କାମେପ୍ସୁନା କର୍ମ ସାହଂକାରେଣ ଵା ପୁନଃ |
କ୍ରିଯତେ ବହୁଲାଯାସଂ ତଦ୍ରାଜସମୁଦାହୃତମ୍ ||୧୮-୨୪||
Translation
ଯେଉଁ କର୍ମ ସ୍ୱାର୍ଥଯୁକ୍ତ କାମନା ଦ୍ୱାରା ପ୍ରେରିତ, ଅହଂକାରଯୁକ୍ତ ହୋଇ କରାଯାଏ ଏବଂ ମାନସିକ ଚାପ ପୂର୍ଣ୍ଣ ହୋଇଥାଏ, ତାହା ରାଜସିକ ଗୁଣଯୁକ୍ତ କର୍ମ ଅଟେ ।