ମୋକ୍ଷସଂନ୍ଯାସଯୋଗ - Verse ଶ୍ଲୋକ 28
ଶ୍ଲୋକ 28
ଅଯୁକ୍ତଃ ପ୍ରାକୃତଃ ସ୍ତବ୍ଧଃ ଶଠୋ ନୈଷ୍କୃତିକୋଽଲସଃ |
ଵିଷାଦୀ ଦୀର୍ଘସୂତ୍ରୀ ଚ କର୍ତା ତାମସ ଉଚ୍ଯତେ ||୧୮-୨୮||
Translation
ସେହି କର୍ତ୍ତାଙ୍କୁ ତାମସିକ ଗୁଣଯୁକ୍ତ କୁହାଯାଏ ଯିଏ ଉଚ୍ଛୃଙ୍ଖଳ, ଅଭଦ୍ର, ଜିଦ୍ଖୋର, କପଟି, ଆଳସ୍ୟପୂର୍ଣ୍ଣ, ବିଷାଦଗ୍ରସ୍ତ ଏବଂ ଉଦ୍ୟମରେ ଅବହେଳାଯୁକ୍ତ ହୋଇଥାନ୍ତି ।