ମୋକ୍ଷସଂନ୍ଯାସଯୋଗ - Verse ଶ୍ଲୋକ 31
ଶ୍ଲୋକ 31
ଯଯା ଧର୍ମମଧର୍ମଂ ଚ କାର୍ଯଂ ଚାକାର୍ଯମେଵ ଚ |
ଅଯଥାଵତ୍ପ୍ରଜାନାତି ବୁଦ୍ଧିଃ ସା ପାର୍ଥ ରାଜସୀ ||୧୮-୩୧||
Translation
ଯେତେବେଳେ ବୁଦ୍ଧି ଧର୍ମ ଓ ଅଧର୍ମକୁ ନେଇ ବିଭ୍ରାନ୍ତ ହୋଇଯାଏ ଏବଂ ଠିକ୍ ଓ ଭୁଲ ଆଚରଣ ମଧ୍ୟରେ ନିର୍ଣ୍ଣୟ କରିପାରେ ନାହିଁ, ସେତେବେଳେ ଏହା ରାଜସିକ ଗୁଣଯୁକ୍ତ ବିବେଚିତ ହୁଏ ।