ମୋକ୍ଷସଂନ୍ଯାସଯୋଗ - Verse ଶ୍ଲୋକ 70
ଶ୍ଲୋକ 70
ଅଧ୍ଯେଷ୍ଯତେ ଚ ଯ ଇମଂ ଧର୍ମ୍ଯଂ ସଂଵାଦମାଵଯୋଃ |
ଜ୍ଞାନଯଜ୍ଞେନ ତେନାହମିଷ୍ଟଃ ସ୍ଯାମିତି ମେ ମତିଃ ||୧୮-୭୦||
Translation
ମୁଁ ଘୋଷଣା କରୁଛି ଯେ ଯେଉଁମାନେ ଆମ ଦୁଇ ଜଣଙ୍କର ଏହି ପବିତ୍ର ବାର୍ତ୍ତାଳାପକୁ ଅଧ୍ୟୟନ କରିବେ, ସେମାନେ ଜ୍ଞାନ ଯଜ୍ଞ ଦ୍ୱାରା ମୋର ଉପାସନା କରିବେ (ତାଙ୍କ ବୁଦ୍ଧିଦ୍ୱାରା) । ଏହା ମୋର ମତ ଅଟେ ।