ମୋକ୍ଷସଂନ୍ଯାସଯୋଗ - Verse ଶ୍ଲୋକ 73
ଶ୍ଲୋକ 73
ଅର୍ଜୁନ ଉଵାଚ |
ନଷ୍ଟୋ ମୋହଃ ସ୍ମୃତିର୍ଲବ୍ଧା ତ୍ଵତ୍ପ୍ରସାଦାନ୍ମଯାଚ୍ଯୁତ |
ସ୍ଥିତୋଽସ୍ମି ଗତସନ୍ଦେହଃ କରିଷ୍ଯେ ଵଚନଂ ତଵ ||୧୮-୭୩||
Translation
ଅର୍ଜୁନ କହିଲେ: ହେ ଅଚ୍ୟୁତ! ଆପଣଙ୍କ କୃପାରୁ ମୋର ଭ୍ରମ ଦୂର ହୋଇଗଲା ଏବଂ ମୋର ଜ୍ଞାନୋଦୟ ହେଲା । ମୁଁ ଏବେ ଦ୍ୱନ୍ଦ୍ୱ ମୁକ୍ତ ହୋଇ ଆପଣଙ୍କ ନିର୍ଦ୍ଦେଶ ଅନୁସାରେ କର୍ମ କରିବାକୁ ପ୍ରସ୍ତୁତ ।