କର୍ମଯୋଗ - Verse ଶ୍ଲୋକ 42
ଶ୍ଲୋକ 42
ଇନ୍ଦ୍ରିଯାଣି ପରାଣ୍ଯାହୁରିନ୍ଦ୍ରିଯେଭ୍ଯଃ ପରଂ ମନଃ |
ମନସସ୍ତୁ ପରା ବୁଦ୍ଧିର୍ଯୋ ବୁଦ୍ଧେଃ ପରତସ୍ତୁ ସଃ ||୩-୪୨||
Translation
ସ୍ଥୁଳ ଶରୀର ଠାରୁ ଉର୍ଦ୍ଧ୍ୱରେ ଇନ୍ଦ୍ରିୟମାନଙ୍କର ସ୍ଥିତି । ଇନ୍ଦ୍ରିୟମାନଙ୍କର ଉର୍ଦ୍ଧ୍ୱରେ ମନର ସ୍ଥିତି । ମନ ଉର୍ଦ୍ଧ୍ୱରେ ବୁଦ୍ଧି ଏବଂ ବୁଦ୍ଧିଠାରୁ ମଧ୍ୟ ଉର୍ଦ୍ଧ୍ୱରେ ଆତ୍ମାର ସ୍ଥିତି ଅଟେ ।