ଜ୍ଞାନକର୍ମସନ୍ଯାସଯୋଗ - Verse ଶ୍ଲୋକ 14
ଶ୍ଲୋକ 14
ନ ମାଂ କର୍ମାଣି ଲିମ୍ପନ୍ତି ନ ମେ କର୍ମଫଲେ ସ୍ପୃହା |
ଇତି ମାଂ ଯୋଽଭିଜାନାତି କର୍ମଭିର୍ନ ସ ବଧ୍ଯତେ ||୪-୧୪||
Translation
କୌଣସି କର୍ମ ମୋତେ ପ୍ରଭାବିତ କରେ ନାହିଁ, କୌଣସି କର୍ମଫଳ ପ୍ରତି ମୋର ସ୍ପୃହା ନାହିଁ । ଯେଉଁମାନେ ମୋତେ ଏହି ରୂପରେ ଜାଣନ୍ତି, ସେମାନେ କର୍ମଫଳର ବନ୍ଧନରେ ବାନ୍ଧି ହୁଅନ୍ତି ନାହିଁ ।