ଜ୍ଞାନକର୍ମସନ୍ଯାସଯୋଗ - Verse ଶ୍ଲୋକ 18
ଶ୍ଲୋକ 18
କର୍ମଣ୍ଯକର୍ମ ଯଃ ପଶ୍ଯେଦକର୍ମଣି ଚ କର୍ମ ଯଃ |
ସ ବୁଦ୍ଧିମାନ୍ମନୁଷ୍ଯେଷୁ ସ ଯୁକ୍ତଃ କୃତ୍ସ୍ନକର୍ମକୃତ୍ ||୪-୧୮||
Translation
ଯେଉଁମାନେ କର୍ମ ମଧ୍ୟରେ ଅକର୍ମ ଏବଂ ଅକର୍ମ ମଧ୍ୟରେ କର୍ମ ଦେଖି ପାରନ୍ତି, ସେମାନେ ମନୁଷ୍ୟମାନଙ୍କ ମଧ୍ୟରେ ବିଜ୍ଞ ଅଟନ୍ତି । ସମସ୍ତ ପ୍ରକାର କାର୍ଯ୍ୟ କରୁଥିଲେ ମଧ୍ୟ, ସେମାନେ ଯୋଗୀ ତଥା ତାଙ୍କ କର୍ମର ନିୟନ୍ତ୍ରକ ଅଟନ୍ତି ।