ଜ୍ଞାନକର୍ମସନ୍ଯାସଯୋଗ - Verse ଶ୍ଲୋକ 34
ଶ୍ଲୋକ 34
ତଦ୍ଵିଦ୍ଧି ପ୍ରଣିପାତେନ ପରିପ୍ରଶ୍ନେନ ସେଵଯା |
ଉପଦେକ୍ଷ୍ଯନ୍ତି ତେ ଜ୍ଞାନଂ ଜ୍ଞାନିନସ୍ତତ୍ତ୍ଵଦର୍ଶିନଃ ||୪-୩୪||
Translation
ଜଣେ ଆଧ୍ୟାତ୍ମିକ ଗୁରୁଙ୍କ ପାଖକୁ ଯାଇ ସତ୍ୟକୁ ଜାଣ । ବିନମ୍ରତା ସହ ତାଙ୍କୁ ପ୍ରଶ୍ନ କର ଏବଂ ତାଙ୍କର ସେବା କର । ଏହିପରି ଜଣେ ଶାସ୍ତ୍ରଜ୍ଞ ମହାପୁରୁଷ ତୁମକୁ ଜ୍ଞାନ ପ୍ରଦାନ କରିପାରିବେ, କାରଣ ସେ ସତ୍ୟର ଦର୍ଶନ କରିଛନ୍ତି ।