ଜ୍ଞାନକର୍ମସନ୍ଯାସଯୋଗ - Verse ଶ୍ଲୋକ 40
ଶ୍ଲୋକ 40
ଅଜ୍ଞଶ୍ଚାଶ୍ରଦ୍ଦଧାନଶ୍ଚ ସଂଶଯାତ୍ମା ଵିନଶ୍ଯତି |
ନାଯଂ ଲୋକୋଽସ୍ତି ନ ପରୋ ନ ସୁଖଂ ସଂଶଯାତ୍ମନଃ ||୪-୪୦||
Translation
କିନ୍ତୁ ଯେଉଁ ବ୍ୟକ୍ତିର ବିଶ୍ୱାସ ବା ଜ୍ଞାନ ନାହିଁ ଏବଂ ସ୍ୱଭାବତଃ ଯେଉଁମାନେ ସନ୍ଦେହୀ ହୋଇଥାନ୍ତି, ତାଙ୍କର ଅଧୋଗତି ହୋଇଥାଏ । ଏପରି ଏକ ସଂଶୟଯୁକ୍ତ ଆତ୍ମା, ଇହଲୋକରେ ବା ପରଲୋକରେ ସୁଖ ପାଇ ନ ଥାଏ ।