ଜ୍ଞାନକର୍ମସନ୍ଯାସଯୋଗ - Verse ଶ୍ଲୋକ 42
ଶ୍ଲୋକ 42
ତସ୍ମାଦଜ୍ଞାନସମ୍ଭୂତଂ ହୃତ୍ସ୍ଥଂ ଜ୍ଞାନାସିନାତ୍ମନଃ |
ଛିତ୍ତ୍ଵୈନଂ ସଂଶଯଂ ଯୋଗମାତିଷ୍ଠୋତ୍ତିଷ୍ଠ ଭାରତ ||୪-୪୨||
Translation
ତେଣୁ, ତୁମ ହୃଦୟରେ ଉପୁଜିଥିବା ଅବିଶ୍ୱାସକୁ ଜ୍ଞାନର ତରବାରୀରେ ଛିନ୍ନ କର । ହେ ଭାରତ ଶ୍ରେଷ୍ଠ! ନିଜକୁ କର୍ମ ଯୋଗରେ ସ୍ଥିତ କର । ଉଠ, ଠିଆ ହୁଅ ଏବଂ କର୍ମ କର ।