ଜ୍ଞାନଵିଜ୍ଞାନଯୋଗ - Verse ଶ୍ଲୋକ 10
ଶ୍ଲୋକ 10
ବୀଜଂ ମାଂ ସର୍ଵଭୂତାନାଂ ଵିଦ୍ଧି ପାର୍ଥ ସନାତନମ୍ |
ବୁଦ୍ଧିର୍ବୁଦ୍ଧିମତାମସ୍ମି ତେଜସ୍ତେଜସ୍ଵିନାମହମ୍ ||୭-୧୦||
Translation
ହେ ଅର୍ଜୁନ! ମୋତେ ସମସ୍ତ ପ୍ରାଣୀଙ୍କର ଅନାଦି ବୀଜ ରୂପରେ ଜାଣ । ମୁଁ ବୁଦ୍ଧିମାନ ବ୍ୟକ୍ତିଙ୍କର ବୁଦ୍ଧି ଅଟେ, ଏବଂ ଗୌରବଶାଳୀ ବ୍ୟକ୍ତିଙ୍କର ଗରିମା ଅଟେ ।