ଜ୍ଞାନଵିଜ୍ଞାନଯୋଗ - Verse ଶ୍ଲୋକ 16
ଶ୍ଲୋକ 16
ଚତୁର୍ଵିଧା ଭଜନ୍ତେ ମାଂ ଜନାଃ ସୁକୃତିନୋଽର୍ଜୁନ |
ଆର୍ତୋ ଜିଜ୍ଞାସୁରର୍ଥାର୍ଥୀ ଜ୍ଞାନୀ ଚ ଭରତର୍ଷଭ ||୭-୧୬||
Translation
ହେ ଭାରତ ଶ୍ରେଷ୍ଠ! ଚାରି ପ୍ରକାରର ଧର୍ମପରାୟଣ ବ୍ୟକ୍ତି ମୋର ଭକ୍ତି କରନ୍ତି - ଦୁଃଖୀ ବ୍ୟକ୍ତି, ଜ୍ଞାନ ପିପାସୁ, ଭୌତିକ ଲାଭର ଅଭିଳାଷୀ ଏବଂ ଜ୍ଞାନୀ ।