ଜ୍ଞାନଵିଜ୍ଞାନଯୋଗ - Verse ଶ୍ଲୋକ 23
ଶ୍ଲୋକ 23
ଅନ୍ତଵତ୍ତୁ ଫଲଂ ତେଷାଂ ତଦ୍ଭଵତ୍ଯଲ୍ପମେଧସାମ୍ |
ଦେଵାନ୍ଦେଵଯଜୋ ଯାନ୍ତି ମଦ୍ଭକ୍ତା ଯାନ୍ତି ମାମପି ||୭-୨୩||
Translation
କିନ୍ତୁ ଏହି ଅଳ୍ପଜ୍ଞ ମାନେ ଯେଉଁ ଫଳ ପ୍ରାପ୍ତ କରିଥାଆନ୍ତି, ତାହା ନଶ୍ୱର ଅଟେ । ସ୍ୱର୍ଗର ଦେବତାମାନଙ୍କୁ ପୂଜା କରୁଥିବା ବ୍ୟକ୍ତି, ସ୍ୱର୍ଗପ୍ରାପ୍ତି କରନ୍ତି, ଏବଂ ମୋର ଭକ୍ତମାନେ ମୋ ପାଖକୁ ଆସନ୍ତି ।